Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଚୋରା ଚାଲାଣ ବେଳେ କଫ୍ ସିରପ୍ ଏବଂ ନିଶା ଟାବଲେଟ୍ ଜବତ, ଜଣେ ଗିରଫ

14/09/2019 at 3:36 PM

ସୁବର୍ଣ୍ଣପୁର ୧୪|୯: ସୁବର୍ଣ୍ଣପୁର ଜିଲ୍ଲାରେ ଚାଲିଛି ଅବାଧ ଚୋରା ନିଶା ବଟିକା ଓ ନିଶା ଔଷଧ  କାରବାର । ଜିଲ୍ଲା ଯୁବପିଢୀ ନିଶା ବେପାରରେ ନିୟୋଜିତ ହେଉଛନ୍ତି । ଏହି ସମୟରେ ଚୋରା ଚାଲାଣ ହେଉଥିବା  ୫୦ ବୋତଲ କଫ୍ ସିରଫ୍ , ୩ ପତ୍ତା ନିଶା ଟାବଲେଟ୍ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ସୋନପୁର ପୋଲିସ ।

ଗିରଫ ବ୍ୟକ୍ତି ହେଉଚନ୍ତି ଆସିକ ରସୁଲ ଖାଁ । ତାଙ୍କ ଘର ସୁବର୍ଣ୍ଣପୁର ଜିଲ୍ଲା ତରଭା ଶିବଶଙ୍କର ପଡାରେ । ସେ ସୋନପୁର ସହରରେ ରହି ଏହି ନିଶା ଔଷଧ ଏବଂ ଟାବଲେଟ୍ ବିକ୍ରି କରୁଥିବା ବେଳେ ସହର ସବ୍ ଜେଲ୍ ପାଖରୁ ପୋଲିସ ଗିରଫ କରିଛି । ତାଙ୍କ ନିକଟରୁ ଏକ ବାଇକ୍ ଓ ୨୦୬୦ଟଙ୍କା ମଧ୍ୟ ଜବତ ହୋଇଛି । ଏହି ନିଶା କାରବାର ସହିତ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି ପୋଲିସ ତାର ତଦନ୍ତ କରୁଛି ।

   Related Posts