Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

୧୦୫ ଗ୍ରାମ୍ ବ୍ରାଉନସୁଗାର ଜବତ : ଜଣେ ଗିରଫ, ବନ୍ଧୁକ ଓ ନଗଦ ଟଙ୍କା ଜବତ

27/05/2020 at 11:54 AM

ଖୋର୍ଦ୍ଧା ୨୭।୫: ପୁଣି ଖୋର୍ଦ୍ଧାରେ ସକ୍ରିୟ ହୋଇଛନ୍ତି ବ୍ରାଉନସୁଗାର ବେପାରୀ । କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଖୋର୍ଦ୍ଧା ବାଇପାସ୍ ନିକଟରେ ଚଢାଉ କରି ୧୦୫ ଗ୍ରାମ୍ ବ୍ରାଉନସୁଗାର ଜବତ କରିବା ସହ ଜଣେ ଯୁବକଙ୍କୁ ଗିରଫ କରିଛି । ଗୋଟିଏ ବନ୍ଧୁକ ଏବଂ ନଗଦ ୧୨ ହଜାର ଟଙ୍କା ଜବତ ମଧ୍ୟ ଜବତ ହୋଇଛି ।

ଗିରଫ ଯୁବକ ଜଣଙ୍କ ଜଟଣୀ ମୁଣ୍ଡିଆସାହି ଅଞ୍ଚଳର ଏସ.କେ. ଫରିଦ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts