Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ନୌସେନାରେ ଚାକିରୀ କରାଇଦେବାକୁ କହି ଠକେଇ ଅଭିଯୋଗ : ଜଣେ ଯୁବକ ଗିରଫ

10/11/2021 at 5:55 PM

କଟକ ୧୦।୧୧: ନୌସେନାରେ ଚାକିରି କରାଇଦେବାକୁ କହି ଠକେଇ ଅଭିଯୋଗ । ଜଣେ ଯୁବକଙ୍କୁ ଗିରଫ କଲା ଚାଉଳିଆଗଞ୍ଜ ଥାନା ପୋଲିସ । ନୌସେନା ଏବଂ ବିଦେଶରେ  ଚାକିରି କରାଇ ଦେବାକୁ କହି ଠକୁଥିଲେ । ଅଭିଯୁକ୍ତ ଜଣଙ୍କ ହେଲେ କିଶନନଗର ଅଞ୍ଚଳର ସୌମ୍ୟ ରଞ୍ଜନ ମିଶ୍ର । ତା ନିକଟରୁ ନଗଦ ୩୩ ହଜାର ଟଙ୍କା, ଗୋଟିଏ କାର୍ ଏବଂ ଗୋଟିଏ ମୋବାଇଲ ଫୋନ ଜବତ । ଅଭିଯୁକ୍ତ ଜଣଙ୍କ ପୂର୍ବତନ ପୋଲିସ ଡିଜିଙ୍କ ପୁଅ ଏବଂ ନୌସେନାର ଜଣେ ବରିଷ୍ଠ ଅଧିକାରୀ କହି ଲୋକଙ୍କୁ ଠକୁଥିଲେ ।

   Related Posts