Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଗଞ୍ଜାମ ପୋଲିସର ପୁଣି ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ପ୍ରମୋଦ ବାରିକ ଗୁରୁତର

15/09/2019 at 9:00 AM

ଗଞ୍ଜାମ ୧୫/୯: ଗଞ୍ଜାମ ପୋଲିସର ଆଉ ଏକ ଏନକାଉଣ୍ଟର । ପାଲୁର୍ କୃଷ୍ଣପ୍ରସାଦ ରାସ୍ତା ନିକଟରେ ପୋଲିସ୍ ଏବଂ ଅପରାଧିଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରମୋଦ ବାରିକ ଗୁରୁତର ହୋଇଛି । ପ୍ରମୋଦର ଡାହାଣ ଗୋଡରେ ଗୁଳି ବାଜିଛି  । ପ୍ରମୋଦକୁ ଗୁରୁତର ଅବସ୍ଥାରେ ପ୍ରଥମେ ଛତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଏଥିସହ ପ୍ରମୋଦ ନିକଟରୁ ଗୋଟିଏ ମାଉଜର,  ଦୁଇଟି ଅଫୁଟା ଗୁଳି ଓ ଗୋଟିଏ ବାଇକ୍ ଜବତ କରାଯାଇଛି । ଗୁଳି ବିନିମୟ ସମୟରେ ଦୁଇ ଜଣ ପୋଲିସ୍ କର୍ମଚାରୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି । ପ୍ରମୋଦ ବିଭିନ୍ନ ଅପରାଧମୂଳକ କାର୍ଯ୍ୟରେ ଲିପ୍ତ ଥିବା ବେଳେ ଗଞ୍ଜାମର ସୁଧୀର ପାଢୀଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ଥିବା ପୋଲିସ ସୂଚନା ଦେଇଛି ।..

   Related Posts