Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଟ୍ରକ୍ ପଛରେ ପିଟିହେଲା ସ୍କୁଟି, ଜଣେ ଗୁରୁତର

28/05/2020 at 12:21 PM

ଚଣ୍ଡିଖୋଲ ୨୮।୫: ଟ୍ରକ ପଛରେ ପିଟି ହେଲା ସ୍କୁଟି । ଫଳରେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି । ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଛକ ନିକଟରେ ଘଟିଛି ଦୁର୍ଘଟଣା । ସ୍କୁଟି ଚାଳକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ପ୍ରାୟ ୯ଟା ସମୟରେ ଛତିଆ ଅଞ୍ଚଳର ଯୁବକ ଗିରିସ୍ ପାତ୍ର ତାଙ୍କ ସ୍କୁଟି ନମ୍ବର ଓଡି୦୪ଡି୨୨୯୯ ଯୋଗେ କୌଣସି କାମରେ ଚଣ୍ଡିଖୋଲ ଆସୁଥିଲେ । ଚଣ୍ଡିଖୋଲ ଛକ ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ପିଟି ସ୍କୁଟିରେ ପିଟି ହୋଇଯାଇଥିଲା । ଫଳରେ ଗିରିସ୍ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଚଣ୍ଡିଖୋଲ ପୋଲିସ ଗାଡି ଦୁଇଟିକୁ ଜବତ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ।

   Related Posts