Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ସହୀଦଙ୍କ ପରିବାରକୁ ଦିନକର ଦରମା ସହାୟତା ଦେବେ IPS ସଂଘ

16/02/2019 at 6:53 PM

ଭୁବନେଶ୍ଵର ୧୬/୨- ପୁଲଓ୍ଵାମାରେ ଆତଙ୍କୀ ଆକ୍ରମଣରେ ସହୀଦ ହୋଇଥିବା ପରିବାରକୁ ସହାୟତାର ହାତ ବଢ଼ାଇଲା ରାଜ୍ୟ ଆପିଏସ ସଂଘ । ଦିନକର ଦରମା ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି ଆପିଏସ ସଂଘ । ପୁଲଓ୍ଵାମାରେ ଘଟିଥିବା ଆତଙ୍କୀ ଆକ୍ରମଣରେ ୪୨ଜଣ ସହୀଦ ହୋଇଥିବାବେଳେ ଓଡ଼ିଶାରେ ଦୁଇଜଣ ସହୀଦ ହୋଇଥିଲେ ।

ସହୀଦଙ୍କ ମରଶରୀର ନିଜର ଜନ୍ମ ମାଟିକୁ ନିଆଯାଇ ଶେଷକୃତ୍ୟ ସଂପନ୍ନ କରାଯିବ ।

   Related Posts