Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଦିନିକିଆ ଦିଗପହଣ୍ଡି ଗସ୍ତରେ ବାଚସ୍ପତି, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

7/11/2020 at 1:10 PM

ଗଞ୍ଜାମ ୦୭।୧୦:   ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି NACର ମୁଖ୍ୟ ରାଜପଥର ଅଲୋକିକରଣ ପାଇଁ ବାଚସ୍ପତି ଡ଼ଃ ସୁର୍ଯ୍ୟ ନାରାୟଣ ପାତ୍ର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଅରକ୍ଷିତ ଦାସଙ୍କ ମଣ୍ଡପ ଠାରୁ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ଡିଭାଇଡର ରେ ଏକ କୋଟି ଛତିଶ ଲକ୍ଷ ଟଙ୍କା ବ୍ୟୟରେ ଲାଇଟ ଲଗାଯିବାର ବ୍ୟବସ୍ତା ହୋଇଛି ।

ବ୍ରହ୍ମପୁର ରାୟଗଡା ଜାତୀୟ ରାଜପଥରେ ପଡୁଥିବା ଦିଗପହଣ୍ଡି ସହରର ସୌନ୍ଦର୍ଯ୍ୟ କରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ଆଲୋକି କରଣ କରାଯାଇଥିବା ପ୍ରକାଶ କରିଛନ୍ତି । ଏହି ଅବସରରେ ବାଚସ୍ପତି ତାଙ୍କ ନିଜ ନିର୍ବାଚନ ମଣ୍ଡଳୀର ଦିଗପହଣ୍ଡି ବ୍ଲକର ଆଙ୍କରଡା ପଂଚାୟତକୁ ଯାଇ ବିଭିନ୍ନ ଉନ୍ନତି ମୂଳକ ଯୋଜନାକୁ ଉଦଘାଟନ କରିଛନ୍ତି । ଏହାସହ ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନ କରିବା ସହ କଲ୍ୟାଣପୁର ଗାଁର କୋଭିଡ ଯୋଦ୍ଧା ଙ୍କୁ ସଂମାନିତ କରିଛନ୍ତି । ଏହା ସହ  ସିଦ୍ଧେସ୍ୱର ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି ବାଚସ୍ପତି ।

   Related Posts