Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର

10/05/2020 at 6:49 PM

କରଞ୍ଜିଆ୧୦/୫: ବଜ୍ରପାତରେ ଜଣେ ମୃତ, ୩ ଗୁରୁତର, ଠାକୁରମୁଣ୍ଡା ବ୍ଲକ କେଶଡ଼ିହା ପୁରୁଣାପାଣି ଗାଁରେ ଅଘଟଣ ଇଟାଭାଟିରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା।ଘଟଣାସ୍ଥଳରେ ଜଣେ ମୃତ,୩ ଜଣ ଗୁରୁତର। ସମସ୍ତ ଗୁରୁତରଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।ମୃତକ ଜଣକ ହେଉଛନ୍ତି ପୁରୁଣାପାଣି ଗାଁର ମହେନ୍ଦ୍ର ସାମାଡ଼  ।

   Related Posts