Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ସୁଇମିଂ ପୁଲରେ ବୁଡି ଟ୍ରେନିଂ ପାଇଁ ଆସିଥିବା ଜଣେ ମୃତ

4/04/2019 at 10:01 AM

ଅନଗୁଳ ୪|୪ : ନାଲକୋ ସୁଇମିଂ ପୁଲ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଧୋଇବା ପାଇଁ ଯାଇ ପାଣିରେ ବୁଡି ଯାଇଛନ୍ତି ଜଣେ ଜି.ଇ.ଟି । ସେ ହେଲେ ୟୁପି ବାଇତିଆ  ହିମାଂଶୁ ଦୀପରୁ ବୋଲି ଜଣାପଡିଛି। ସେ କିଛି ଦିନ ହେବ ଏଠିକୁ ଟ୍ରେନିଂ ପାଇଁ ଆସିଥିଲେ। ବହୁ ଖୋଜାଖୋଜି ପରେ ସେ ପାଣିରେ ବୁଡି ଯାଇଥିବା ଖବର ପାଇଥିଲେ। ବିଳମ୍ବିତ ରାତିରେ ତାଙ୍କ ମୃତଦେହ ସୁଇମିଂ ପୁଲ୍ ରୁ ଉଦ୍ଧାର କରିଛି ଦମକଳବାହିନୀ। ତୁରନ୍ତ ତାଙ୍କୁ ନାଲକୋ ମେଡିକାଲରେ ଭର୍ତ୍ତି କରାଯାଇଛି। ସେତେବେଳେକୁ ତାଙ୍କର ମୃତ୍ୟୁ ହୋଇସାରିଥିବା ଡାକ୍ତର କହିଛନ୍ତି । ନାଲକୋ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts