Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍ : ଜଣେ ମୃତ, ୧୫ ଆହତ

7/11/2019 at 8:18 AM

ବ୍ରହ୍ମପୁର ।୧୧: ବସ୍ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି । ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳରେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଭୋଜି ପାଇଁ ଭଡାରେ ଆସିଥିବା ଦର୍ପ ନାମକ ମିନି ବସଟି ବୋରି ଗ୍ରାମରୁ ତନରଡା ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା। ବସରେ ବସିଥିବା ଗୋବର୍ଦ୍ଧନ ଜେନାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ପ୍ରାଥମିକ ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରଯାଇଛି, ଗୁରୁତରମାନଙ୍କୁ ବ୍ରହ୍ମପୁର ମେଡିକାଲ ନେଇଥିବା ଜଣାପଡିଛି।

   Related Posts