Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ; ଜଣେ ମୃତ, ୫ରୁ ଅଧିକ ଗୋରୁ ଆହତ

28/01/2019 at 8:56 AM

ଖୋର୍ଦ୍ଧା ୨୮|୧:  ଖୋର୍ଦ୍ଧା ଆଦର୍ଶ ଥାନା ପାଇକ ତିଗିରିଆ ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ରୁ ଅଧିକ ଗୋରୁ ଆହତ ହୋଇଛନ୍ତି । ଗୋରୁ ଗୁଡିକୁ ଦୁର୍ବୃତ୍ତମାନେ ଚୋରି କରି ନେଉଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଆଦର୍ଶ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts