Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଟ୍ରାକ୍ଟର ଓ ଟ୍ରଲି ମଧ୍ୟରେ ଧକ୍କା : ଜଣେ ମୃତ, ୯ ଆହତ

17/09/2019 at 9:07 AM

ବ୍ରହ୍ମପୁର ୧୭।୯: ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ଗୌଡମଠ ଗାଁ କୁରୁବନ୍ଧ ନିକଟକରେ ଟ୍ରାକ୍ଟର-ଟ୍ରଲି ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି  । ମୃତକ ହେଲେ ଦିୱାନୀ ଶୋଭାସୁନ୍ଦର । ଘଟଣା ସ୍ଥଳରେ ବଡଗଡ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

   Related Posts