Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡି ; ଜଣେ ମୃତ ୫ ଗୁରୁତର

14/03/2019 at 10:24 AM

ବୌଦ୍ଧ ୧୪|୩ : ବୌଦ୍ଧରେ ଡିଜେ ଗାଡି ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ଜଣ ଗୁରୁତର ହୋଇଛନ୍ତି  । ହରଭଙ୍ଗା ବ୍ଲକ୍ ଚାରିଛକ-କୁଶଙ୍ଗ ରାସ୍ତାରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଉପରକଟା ଗାଁର ସୁନୀଲ ମଲ୍ଲିକ । ୫ ଜଣ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts