Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ ; ଜଣେ ମୃତ ୪ ଜଣ ଗୁରୁତର

21/06/2019 at 9:45 AM

କଳାହାଣ୍ଡି ୨୧|୬: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ । ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଖଲିଆକାନୀଠାରେ ଘଟିଛି ଦୁର୍ଘଟଣା । ମୃତକ ହେଲେ ଗୋଲାମୁଣ୍ଡାର ଭାଗ୍ୟ ପଟେଲ । ଗୁରୁତରଙ୍କୁ ଧର୍ମଗଡ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts