ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ; ଜଣେ ମୃତ, ଜଣେ ଗୁରୁତର

Published By : Prameya-News7 Bureau | March 14, 2019 IST

ଧର୍ମଗଡ ୧୪|୩ : କଳାହାଣ୍ଡି ଧର୍ମଗଡଠାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଜଣେ ଗୁରୁତର ହୋଇଛନ୍ତି । ମୃତକ ଛତିଶଗଡ ଦେଭୋଗ ଖୁଟ ଗାଁର ବୋଲି ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.