Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ ; ଘଟଣାସ୍ଥଳରେ ବାଇକ୍ ଆରୋହୀ ମୃତ, ଦୁଇ ଗୁରୁତର

23/11/2018 at 11:50 AM

ମୟୁରଭଞ୍ଜ ୨୩|୧୧:  ବାଇକ୍ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ନୂଆଗାଁ-ପାଟବିଲା ରାସ୍ତାରେ ଘଟିଛି ଦୁର୍ଘଟଣା । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ବାଇକ୍ ରେ ବସିଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ୟକ୍ତଲୋକ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ।

   Related Posts