Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବାଇକ୍‌କୁ ଧକ୍କା ଦେଲା ଟାଟା ମ୍ୟାଜିକ୍ ; ଜଣେ ମୃତ, ଜଣେ ଗୁରୁତର

12/06/2019 at 3:40 PM

ଅନୁଗୋଳ ୧୨|୬: ଅନୁଗୋଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ବାଇକକୁ ଧକ୍କା ଦେଇଛି ଟାଟା ମ୍ୟାଜିକ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ବଡକେରା ଛକରେ ସଡକ ଦୁର୍ଘଟଣା ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ମୃତକ ତୁବେର ଅଞ୍ଚଳର ବୋଲି ଜଣାପଡ଼ିଛି । ଗୁରୁତରଙ୍କୁ ଅନୁଗୋଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଟାଟା ମ୍ୟାଜିକକୁ ଜରପଡା ପୋଲିସ ଜବତ କରିଛି । ଦୁର୍ଘଟଣା ପରେ ଟାଟା ମ୍ୟାଜିକର ଡ୍ରାଇଭର ଫେରାର ହୋଇଯାଇଛି ।

   Related Posts