Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ସାଇକେଲ ଆରୋହୀଙ୍କ ଉପରେ ମାଡିଗଲା ଟ୍ରକ୍ : ଜଣେ ମୃତ, ଜଣେ ଗୁରୁତର

9/08/2019 at 8:05 AM

ବାଲେଶ୍ବର ୯|୮: ବାଲେଶ୍ବର ସାଇକେଲ ଆରୋହୀଙ୍କ ଉପରେ ମାଡିଗଲା ଟ୍ରକ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ୫ ନମ୍ବର ଜାତୀୟ ରାଜପଥରେ ଆସୁଥିବା ବେଳେ ଦୁର୍ଘଟଣା ହୋଇଛି ।

ମୃତକ ରେମୁଣା ବ୍ଲକ ଗଣ୍ଡରଦା ଗାଁର ସୁରେନ୍ଦ୍ର ଦାସ । ଗୁରୁତର ନିରଞ୍ଜନ ଗିରିଙ୍କୁ ବାଲେଶ୍ବର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଭୋର ୪ଟାରୁ ସାଇକେଲରେ ପରିବା ନେଇ ବାଲେଶ୍ବର ନୂଆବଜାରକୁ ଆସୁଥିବା ବେଳେ ଦୁର୍ଘଟଣା ହୋଇଛି ।

   Related Posts