Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଭାରସାମ୍ୟ ହରାଇ ଟ୍ରକ୍ ପଛରେ ପିଟିଲା କାର୍ ; ଜଣେ ମୃତ, ଜଣେ ଗୁରୁତର

6/06/2019 at 8:12 AM

କାମାକ୍ଷାନଗର ୬|୬: ଢେଙ୍କାନାଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଟ୍ରକକୁ ପଛପଟୁ ପିଟିଲା କାର୍ । ଘଟଣାସ୍ଥଳରେ ଜଣେ ମୃତ, ଜଣେ ଗୁରୁତର ହୋଇଛନ୍ତି । ମୃତାହତଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୋଦରବିଲ୍ଲିଠାରେ ଭାରସାମ୍ୟ ହରାଇ ଟ୍ରକକୁ ପଛପଟୁ ପିଟିଲା କାର୍ । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଢେଙ୍କାନାଳ ମୁକ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts