Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

2/03/2019 at 5:01 PM

ଢେଙ୍କାନାଳ ୨|୩: ଢେଙ୍କାନାଳ ଗୁଡିଆକାଟେଣିରେ ହାତୀ ଆତଙ୍କ । ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ଗୁଡିଆକାଟେଣିର ଦୟାନନ୍ଦ ସାହୁ । ଗୁରୁତର ରସ୍ମିତା ସାହୁଙ୍କୁ ଢେଙ୍କାନାଳ ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାତୀ ଉପଦ୍ରବ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । ପ୍ରତିବାଦରେ ଗୁଡିଆକାଟେଣିଠାରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କା ସହାୟତା ଦେବା ପରେ ରାସ୍ତାରୋକ ହଟିଛି ।

   Related Posts