ଗ୍ୟାସ୍ ଟାଙ୍କି ଫାଟି ଜଣେ ମୃତ, ଜଣେ ଗୁରୁତର

Published By : Prameya-News7 Bureau | September 01, 2019 IST

ମହାକାଳପଡା ୧।୯: ଗ୍ୟାସ୍‌ ଟାଙ୍କି ଫାଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମେରାଇନ୍ ଷ୍ଟାଫଙ୍କ ମୃତ୍ୟୁ ହୋଇଛି । ଗୁରୁତରଙ୍କୁ କେନ୍ଦ୍ରାପଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ଷ୍ଟାଫ୍‌ ହେଲେ ସୁଶାନ୍ତ ସାହୁ । ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରନାସୀ କ୍ୟାମ୍ପ୍ ଅଫିସ୍‌ରେ ଅଘଟଣ ଘଟିଛି ।

{"id":151603}

ସୂଚନାଯୋଗ୍ୟ ଯେ, ଆଜି ସକାଳୁ ରୋଷେଇ କରୁଥିବା ବେଳେ ଗ୍ୟାସ୍ ଟାଙ୍କି ଫାଟିଯାଇଥିଲା । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିଲେ । ଗୁରୁତର ଏବଂ ମୃତକ ସ୍ପିଡ୍ ବୋଟ୍ ଟେକ୍‌ନିସିଆନ୍ ଭାବେ କାମ କରୁଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.