Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଦୁଇ ଜଣଙ୍କ ଉପରେ ଭୁଶୁଡିପଡିଲା କାନ୍ଥ : ଜଣେ ମୃତ, ଜଣେ ଗୁରୁତର

7/09/2019 at 2:46 PM

ବୌଦ୍ଧ ୭।୯: ବୌଦ୍ଧ ଜିଲ୍ଲା ପଳାସାଗୋରା ପଞ୍ଚାୟତ ପରା ଗାଁରେ କାନ୍ଥ ଭୁଶୁଡି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି ଚନ୍ଦ୍ରକଳା ସାହୁ । ଗୁରୁତର ହେଉଛନ୍ତି ସୁଦେଷ୍ଣା ଦଣ୍ଡୁଆସି ।

ସୂଚନାଯୋଗ୍ୟ ଯେ, ଆଜି ସକାଳୁ ଘରେ ବସିଥିବା ବେଳେ ହଠାତ୍ କାନ୍ଥଟି ଭୁଶୁଡି ପଡିଥିଲା। ଫଳରେ ଦୁଇ ଜଣ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଚନ୍ଦ୍ରକଳାଙ୍କୁ ମୃତ ଘୋଷଣା କରିଥିବାବେଳେ ସୁଦେଷ୍ଣାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

   Related Posts