Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭାରସାମ୍ୟ ହରାଇ ଯାତ୍ରୀ ବିଶ୍ରାମାଗାର କାନ୍ଥରେ ପିଟିହେଲା ବାଇକ୍ : ଜଣେ ମୃତ, ଦୁଇ ଗୁରୁତର

31/08/2019 at 12:28 PM

ବୌଦ୍ଧ ୩୧୮: ବୌଦ୍ଧ ଜିଲ୍ଲା ବୌଦ୍ଧ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ନିକଟରେ ଭାରସାମ୍ୟ ହରାଇ ଯାତ୍ରୀ ବିଶ୍ରାମାଗାର କାନ୍ଥରେ ପିଟି ହେଲା ବାଇକ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଂଚି ଅନୁସନ୍ଧାନ ଜାରି ରଖିଛି।

   Related Posts