ଭାରସାମ୍ୟ ହରାଇ ଯାତ୍ରୀ ବିଶ୍ରାମାଗାର କାନ୍ଥରେ ପିଟିହେଲା ବାଇକ୍ : ଜଣେ ମୃତ, ଦୁଇ ଗୁରୁତର

Published By : Prameya-News7 Bureau | August 31, 2019 IST

ବୌଦ୍ଧ ୩୧୮: ବୌଦ୍ଧ ଜିଲ୍ଲା ବୌଦ୍ଧ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ନିକଟରେ ଭାରସାମ୍ୟ ହରାଇ ଯାତ୍ରୀ ବିଶ୍ରାମାଗାର କାନ୍ଥରେ ପିଟି ହେଲା ବାଇକ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଂଚି ଅନୁସନ୍ଧାନ ଜାରି ରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.