Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଟ୍ରକ୍ ସହ ଏନଏଚଏଆଇ ପାଟ୍ରୋଲିଂ ଗାଡି ଧକ୍କା ; ଜଣେ ମୃତ, ୨ ଗୁରୁତର

18/12/2018 at 9:50 AM

ଚୌଦ୍ବାର ୧୮|୧୨: କଟକ ଚୌଦ୍ବାର ଜାତୀୟରାଜପଥ ୧୬ ମଙ୍ଗୁଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏନଏଚଏଆଇ ପାଟ୍ରୋଲିଂ ଗାଡି ଓଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣଗୁରୁତର ହୋଇଛନ୍ତି । ମୃତକ ହେଲେ ଯାଜପୁର ଜାରକାର ରଞ୍ଜିତ କୁମାର ସ୍ବାଇଁ । ୨ ଗୁରୁତରଙ୍କୁ କଟକବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କଲା ଚୌଦ୍ବାର ପୋଲିସ  । ଟ୍ରକଟି ରାଜସ୍ଥାନର ବୋଲି ଜଣାପଡିଛି ।

   Related Posts