Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଅଜଣା ଗାଡି ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

11/03/2019 at 11:44 AM

ଜି.ଉଦୟଗିରି ୧୧|୩ : ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କପ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ଜି.ଉଦୟଗିରି କନବାଗେରି ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ହେଲେ କଟଡ଼ଙ୍ଗିଆର ବିଘ୍ନରାଜ ପ୍ରଧାନ । ବିଘ୍ନରାଜଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି ଉତ୍ତ୍ୟକ୍ତଲୋକ । ଫଳରେ ରାସ୍ତାରେ ପଥର ରଖି ବାଲିଗୁଡା-ବ୍ରହ୍ମପୁର-ଭୁବନେଶ୍ବର ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତଲୋକଙ୍କୁ ବୁଝାସୁଝା କରୁଛି ।

   Related Posts