Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ରାସ୍ତା ପାର ହେଉଥିବାବେଳେ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ

7/09/2019 at 11:17 AM

ଝାରସୁଗୁଡା ୭।୯: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ୧୦ ଚକିଆ ଟ୍ରକ୍ ଚାପାରେ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା-ସମ୍ବଲପୁର ରାସ୍ତା ବିଟିଏମ୍ ବାଇପାସ ଛକରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଚାଲି ଚାଲି ରାସ୍ତା ପାର ହେଉଥିବା ସମୟରେ ଜଣେ ବ୍ୟକ୍ତିଙ୍କୁ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ତେବେ ମୃତକର ପରିଚୟ ମିଳିପାରିନାହିଁ । ଖବର ପାଇବା ପରେ ଘଟଣାସ୍ଥଳରେ ବିଟିଏମ ଫାଣ୍ଡି ପୋଲିସ ପହଞ୍ଚିଥିଲା । ପୋଲିସ ବ୍ୟକ୍ତିଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts