Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

28/06/2019 at 8:35 AM

କଳାହାଣ୍ଡି ୨୮|୬: ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ କାନ୍ତେଶୀର ଠାରେ ଦୁର୍ଘଟଣା ହୋଇଛି । ମୃତକ ହେଲେ ନିଳାମ୍ବର ବିଶି ।

କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ୨୬ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ । ରାସ୍ତା ଅବରୋଧ ଫଳରେ ବଲାଙ୍ଗୀର-ଭବାନୀପାଟଣା ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts