Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ବାଇକ୍‌କୁ ଧକ୍କା ଦେଲା ସ୍କର୍ପିଓ, ଜଣେ ମୃତ

5/07/2019 at 8:46 AM

ସୁନ୍ଦରଗଡ ୫|୭: ସୁନ୍ଦରଗଡ ହେମଗିରିରେ ଦୁର୍ଘଟଣା । ବିଳମ୍ବିତ ରାତିରେ ବାଇକ ଆରୋହୀକୁ ଧକ୍କା ଦେଲା ସ୍କର୍ପିଓ । ମୃତକ ହେଲେ ୨୦ ବର୍ଷୀୟ ଲିପୁନ ନାଏକ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଗାଡି ଭଙ୍ଗାରୁଜା କରିଥିଲେ ଉତ୍ତ୍ୟକ୍ତ ଲୋକେ । ପୋଲିସ ଲୋକଙ୍କୁ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ମୃତଦେହକୁ ଜବତ କରିବା ସହ ଗାଡି ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।

   Related Posts