Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଅଜଣା ଗାଡି ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ

18/03/2019 at 8:39 AM

ସୋର ୧୮|୩ : ଅଜଣା ଗାଡି ଧକ୍କାରେ ଯୁବକଙ୍କର ମୃତ୍ୟୁ । କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧରେ କରିଛନ୍ତି ସ୍ଥାନୀୟଲୋକେ ।  ବାଲେଶ୍ବର ଜିଲ୍ଲା କୁପାରୀ-ରାଣିତାଲ ରାସ୍ତା ଚନ୍ଦନପୁର ରାସ୍ତାରେ ବିଳମ୍ବିତ ରାତିରେ ମାଣିତ୍ରୀ ଗ୍ରାମରେ ନରହରି ରଣା ଅଡା ବଜାରରୁ ଘରକୁ ଫେରୁଥିବା ସମୟରେ ପଛପଟୁ ଅଜଣା ଗାଡି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଉତ୍ତ୍ୟକ୍ତଲୋକମାନେ କ୍ଷତିପୂରଣ ଦାବି କରି ରାସ୍ତା ଅବରୋଧ କରିଛନ୍ତି । ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଚିଂ ଲୋକମାନଙ୍କୁ ବୁଝାସୁଝା କରୁଛନ୍ତି । ରାସ୍ତା ଅବରୋଧରେ ଯାତାୟତ ଠପ୍ ହୋଇଯାଇଛି ।

   Related Posts