Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ବସ୍ ଧକ୍କାରେ ଜଣଙ୍କର ମୃତ୍ୟୁ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ

16/06/2019 at 10:17 AM

କଳାହାଣ୍ଡି ୧୬|୬: ଘରୋଇ ବସ୍ ଚାପାରେ ଜଣଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଜୁନାଗଡ ଭଦ୍ରାଗୁଡା ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକକୁ ଓଭର ଟେକ କରିବାକୁ ଯାଇ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ମୃତକ ହେଲେ ହେମରାଜ ପୁଝାରୀ । କ୍ଷତିପୂରଣ ଦାବିରେ ମୃତଦେହ ରଖି ଉତ୍ତ୍ୟକ୍ତଲୋକ ରାସ୍ତାରୋକ କରିଛନ୍ତି । ରାସ୍ତାରୋକ ଫଳରେ ଜୁନାଗଡ-କଲମପୁର ରାସ୍ତା ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts