Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ନୀଳଗିରିରେ ଝାଡାବାନ୍ତି ଆତଙ୍କ : ୬ ଦିନରେ ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ଜଣଙ୍କର ମୃତ୍ୟୁ ଅଭିଯୋଗ

14/11/2019 at 4:43 PM

ନୀଳଗିରି ୧୪।୧୧: ନୀଳଗିରି ନିର୍ବାଚନ ମଣ୍ଡଳୀ ଅଧିନ ବାହାନଗା ବ୍ଲକର ଜିରିତାଳ ଗ୍ରାମରେ ଝାଡ଼ାବାନ୍ତି ଆତଙ୍କ । ୬ ଦିନ ଭିତରେ ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ ହୋଇଛନ୍ତି । କିଏ ନୀଳଗିରି ତ କିଏ ଖନ୍ତାପଡା ମେଡିକାଲରେ ଚିକିତ୍ସା ହେଉଥିବା ବେଳେ ପୁଣି କିଏ ଗୁରୁତର ହୋଇ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ବି ସ୍ଥାନାନ୍ତର ହୋଇଛନ୍ତି ।

ଅନ୍ୟପଟେ ଗତକାଲି ରାତିରେ ଗ୍ରାମର ବୃଦ୍ଧ ମନୋରଞ୍ଜନ ମହାନ୍ତି ବାଲେଶ୍ବର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ତେବେ ଗ୍ରାମରେ ମେଡିକାଲ ଟିମ୍ ପହଞ୍ଚି କ୍ୟାମ୍ପ୍ ପକାଇ ଚିକିତ୍ସା କରିବା ପରିବର୍ତ୍ତେ ଅଳ୍ପ ସ୍ବଳ୍ପ ମେଡ଼ିସିନ ଦେଇ କାମସାରିଦେଇଥିବା ଅଭିଯୋଗ ହେଉଛି ।

   Related Posts