Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

ଘର ଭାଙ୍ଗି ଦଳିଦେଲା ହାତୀ : ଜଣେ ମୃତ

20/01/2020 at 10:16 AM

ସୁନ୍ଦରଗଡ ୨୦/୧: ସୁନ୍ଦରଗଡ ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜରେ ହାତୀ ଉତ୍ପାତ । ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି । ରାଜଗଙ୍ଗାପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ତୁନମୁରା ପଞ୍ଚାୟତ ଅଟୋମୁଣ୍ଡା ଗାଁରେ ଏହି ଘଟଣା ଘଟିଛି । 

ମୃତକ ହେଲେ ନରଭେଟ କୁଲୁ । ରାତିରେ ଘରେ ଶୋଇଥିବା ବେଳେ ଘର ଭାଙ୍ଗି ତାଙ୍କୁ  ହାତୀ ଦଳି ଦେଇଥିବା ଜଣାପଡିଛି ।

   Related Posts