ବଲାଙ୍ଗୀରରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ
6/10/2019 at 9:02 AM

ବଲାଂଗୀର ୬।୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ହୋଇଛି । ବଲାଙ୍ଗିରରେ ବଜ୍ରାଘଦାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଦେଓଁଗା ଥାନା ଜାମଝରଣ ଗାଁର ଗୌରାଂଗ ସାହୁ । ସେ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଂଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।
Related Posts
ଅଘଟଣ : ଘର ଭାଙ୍ଗି ଶୋଇଥିବା ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
4 March 2021
ନବୀକରଣ ହେବ ଆଠଗଡ଼ ପୁରୁଣା ତହସିଲ କାର୍ଯ୍ୟାଳୟ
3 March 2021