Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ଜଣେ ମୃତ, ୩ ଆହତ

24/01/2020 at 9:40 AM

ସାନଖେମୁଣ୍ଡି ୨୪।୦୧: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅନ୍ତର୍ଗତ ପାଟପୁର ଥାନା ଧର୍ମପୁର ରାସ୍ତା ନିକଟରେ ସଡକ ଦୁର୍ଘଟଣା । ଧର୍ମପୁର ରାସ୍ତା ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ପ୍ରଥମେ ଦିଗପହଣ୍ଡି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା , ପରେ ସେମାନଙ୍କୁ ବ୍ରହ୍ମପୁର ଏମ୍‌.କେ.ସି.ଜି ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି ।

   Related Posts