Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ସଡକ ଦୁର୍ଘଟଣାରେ ଜଣକ ମୃତ୍ୟୁ

29/06/2020 at 5:12 PM

ସାନଖେମୁଣ୍ଡି୨୯/୬: ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ। କେ ନୂଆଁଗାଁ ଥାନା ଅନ୍ତର୍ଗତ ଦିଗପହଣ୍ଡି ଚିକିଟି ମୁଖ୍ୟରାସ୍ତା ନୂଆଁଗାଁ ଛକରେ ଅଜଣା ଗାଡି ଧକ୍କାରେ ଦିଗପହଣ୍ଡିର ବ୍ୟବସାୟୀ ବିଷ୍ଣୁ ପାତ୍ର ନାମକ ଜଣେ ୩୫ ବର୍ଷ ବୟସ୍କ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ୍‌ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଏମ୍ କେଜି ହସ୍ପିଟାଲକୁ ପଠାଇଛି। ମିଳିଥିବା ସୂଚନା ଅନୁସାରେ ଗାଡିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

   Related Posts