Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଲଗାଣ ବର୍ଷାରେ ଭୁଷୁଡିଲା ଘର କାନ୍ଥ, ଜଣେ ମୃତ

26/09/2019 at 1:59 PM

ଗଜପତି ୨୬।୯: କାନ୍ଥ ଭୁଷୁଡି ଜଣଙ୍କର ମୃତ୍ୟୁ ହୋଇଛି । ଗଜପତି ଜିଲ୍ଲା ଗୋଶାଣି ବ୍ଲକ୍ କଇଠଡ଼ା ଗାଁରେ ଘଟିଛି ଅଭାବନୀୟ ଘଟଣା । ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଷୁଡିପଡିଛି । ମୃତକ ହେଲେ ମଣ୍ଡଳ ରାଜା । ଶୋଇଥିବା ବେଳେ ଝାଟିମାଟି ଘରର କାନ୍ଥ ପଡିଯାଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ରାଜାଙ୍କର ମୃତ୍ୟୁ ଘଟିଥିଲା । ଘଟଣାସ୍ଥଳରେ ଗୁରାଣ୍ଡି ପୋଲିସ ପହଂଚି ତଦନ୍ତ କରି ଶବ ଉଦ୍ଧାର କରି ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପାଠଯାଇଛି ।

   Related Posts