Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଜଗତସିଂହପୁର ଅଥଙ୍ଗା ନିକଟରେ କାନ୍ଥରେ ପିଟିହେଲା ବାଇକ୍ ; ଜଣେ ମୃତ, ଜଣେ ଗୁରୁତର

13/11/2018 at 9:00 AM

ଜଗତସିଂହପୁର ୧୩|୧୧: ଭାରସାମ୍ୟ ହରାଇ ମନ୍ଦିର କାନ୍ଥରେ ପିଟିହେଲା ବାଇକ୍ । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା କଟକ-ମାଛଗାଁ ରାସ୍ତା ଅଥଙ୍ଗା ଘଟିଛି ଦୁର୍ଘଟଣା । ଫଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମୃତକ ଜଣକ ହେଲେ ଜଗତସିଂହପୁର ଥାନା କାଟେସିଂହପୁର ଗ୍ରାମର ବିବେକାନନ୍ଦ ଦାସ ଓ ଗୁରୁତର ସେହି ଗ୍ରାମର ଜ୍ୟୋତି ରଞ୍ଜନ ସ୍ବାଇଁ  । ଉଭୟ ଗତକାଲି ରେଲୱେ ପରୀକ୍ଷା ଦେଇ ଭୋର ସମୟରେ କଟକରୁ ଘରକୁ ଫେରୁଥିଲେ । ତେବେ ବେଳେ ପ୍ରବଳ କୁହୁଡି ଯୋଗୁଁ ରାସ୍ତା ଦେଖାନଯିବାରୁ ବାଇକଟି ଭାରସାମ୍ୟ ହରାଇ ଶନି ମନ୍ଦିର କାନ୍ଥରେ ପିଟି ହୋଇଯାଇଥିଲା । ଗୁରୁତର ଅବସ୍ଥାରେ ଉଭୟଙ୍କୁ ସ୍ଥାନୀୟଲୋକେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ବିବେକାନନ୍ଦଙ୍କୁ ମୃତ ଘୋଷଣା କରିଥିଲେ । ଗୁରୁତର ଜ୍ୟୋତିରଞ୍ଜନ ଏବେ ଚିକିତ୍ସାଧିନ ଅଛନ୍ତି ।

   Related Posts