Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

ଟ୍ରକ ଓ ବାଇକ ମଧ୍ୟରେ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତ

5/12/2019 at 7:41 AM

ଭଦ୍ରକ ୦୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ସଡକ ଦୁର୍ଘଟଣା ଘଟିଛି ।  ସଡକ ଦୁର୍ଘଟଣାରେ ଜଣେ  ମୃତ, ଜଣେ ଗୁରୁତର। ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ବ୍ଲକ ଅନ୍ତର୍ଗତ ନୂଆଶାସନ ଅଞ୍ଚଳର ରାଜେନ୍ଦ୍ର ସାହୁ ଓ ନିରଞ୍ଜନ ତ୍ରିପାଠୀ ବାଇକ ଯୋଗେ ଭଦ୍ରକ ଆସୁଥିବା ସମୟରେ ସାମ୍ନାରୁ ଏକ ହାଇଓ୍ବା ଟ୍ରକ ଧକ୍କା ଦେଇଥିଲେ । ଘଟଣାସ୍ଥଳରେ ରାଜେନ୍ଦ୍ର ସାହୁଙ୍କ ମୃତ୍ୟୁ ହୋଇଥିଵା ବେଳେ, ନିରଞ୍ଜନ ତ୍ରିପାଠୀ ଗୁରୁତର ଅଵସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ଭର୍ତ୍ତି  କରାଯାଇଥିଲା , ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା  ଗୁରୁତର ହେବାରୁ କଟକ ସ୍ଥାନାନ୍ତରିତ କରାଯାଇଛି। ଗ୍ରାମାଞ୍ଚଳ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ମୃତ ରାଜେନ୍ଦ୍ର ଆଜି ନୂତନ ଚାକିରୀରେ ଯୋଗଦେଵା ଲାଗି ଘରୁ ଭଦ୍ରକରୁ ଯାଉଥିଲେ, ପରେ ସେଠାରୁ ସେ ଢେଙ୍କାନାଳ ଗସ୍ତ କରିଥାନ୍ତେ । କିନ୍ତୁ ଢେଙ୍କାନାଳରେ ପହଞ୍ଚି ପୂର୍ବରୁ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ।  

   Related Posts