Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ

19/11/2019 at 7:47 AM

କାମାକ୍ଷାନଗର ୧୯।୧୧: ଢେଙ୍କାନାଳ ବନଖଣ୍ଡ ମହବିରୋଡ଼ ରେଞ୍ଜ ଅଧୀନରେ ଥିବା ଗଡ଼ପଳାଶୁଣି ଗ୍ରାମ ଗୁଡ଼ିଆନାଳୀ ନିକଟରେ ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ମହାବିରୋଡ଼ ରେଞ୍ଜର ଅଧିକାରୀ ପହଞ୍ଚି  ମୃତକଙ୍କ ପରିବାରକୁ ଭେଟିଛନ୍ତି ।

ସୂଚନାଯୋଗ୍ୟ ଯେ, ଗଡ଼ପଳାଶୁଣି ଗ୍ରାମ ଗୁଡ଼ିଆନାଳୀ ନିକଟରେ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ପରଜଙ୍ଗ ଥାନା ଗଡପଳାଶୁଣି ଗାଁର ନାରାୟଣ ନାଏକ। । ନାରାୟଣ ବିଳମ୍ବିତ ରାତିରେ ଗାଁର କିଛି ଲୋକଙ୍କ ସହ ମିଶି ଧାନ ଫସଲ ଜଗି ଥିବା ବେଳେ ଏକ ହାତୀ ପଲ ଚାଷ ଜମିକୁ ମାଡି ଆସିଥିଲେ । ଏକ ଦନ୍ତାହାତୀ ନାରାୟଣଙ୍କୁ କଚାଡି ଫୋପାଡିଦେଇଥିଲା, ସେଠାରୁ ତାଙ୍କୁ ଉଦ୍ଧାର କରି ପ୍ରଥମେ ପରଜଙ୍ଗ ଓ ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । କାମାକ୍ଷାନଗର ମେଡିକାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଖବର ପାଇ ମହାବିରରୋଡ ରେଞ୍ଜର ସୁବ୍ରତ ବେହେରା ନାରାୟଣଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି ।

   Related Posts