Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

13/11/2019 at 8:29 AM

କନ୍ଧମାଳ୧୩।୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ମହାଶିଙ୍ଗି ଗାଁରେ ମର୍ମନ୍ତୁଦ  ସଡକ ଦୁର୍ଘଟଣାରେ  ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି   ଦୁଇଜଣଙ୍କୁ  ଗୁରୁତର ଅବସ୍ଥାରେ ଉଦ୍ଧାର କରି  ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ ସଡକ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମହାଶିଙ୍ଗି ଗାଁରେ ଗତକାଲି ବିଳମ୍ବିତ ରାତିରେ  ବାଇକ ଯୋଗେ ଘରକୁ ଫେରୁଥିବା ସମୟରେ ସଡକ ଦୁର୍ଘଟଣା ଘଟିଛି ।  ଦୁଇଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା  । ମେଡିକାଲରେ ଚିକିତ୍ସିତ ହେଉଥିବା ଗୁରୁତରଙ୍କ ମଧ୍ୟରୁ ଜଳେଶ୍ବରମଳିକଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିବା ବେଳେ ଗୁରୁତର କିଲେଶ୍ବର ମଲ୍ଲିକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ବାଲିଗୁଡା ଥାନା ପୋଲିସ୍ ପହଞ୍ଚି ଶବକୁ ଜବତକରି ପଞ୍ଚନାମା ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତର ଖାନାକୁ ପଠାଇଛି।

   Related Posts