Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ ; ଜଣେ ମୃତ, ଜଣେ ଗୁରୁତର

10/07/2019 at 12:08 PM

ଲମତାପୁଟ ୧୦|୭: ଲମତାପୁଟ ମାଛକୁଣ୍ଡ ଥାନା ଦେଉଳପଡା ଗାଁ ନିକଟରେ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍ । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କୌଶଲ୍ୟା କିର୍ଷାନି। ଗୁରୁତର ଧନୁର୍ଯୟ କିର୍ଷାନିଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ମାଛକୁଣ୍ଡ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି। ଘଟଣାସ୍ଥରେ ପୋଲିସର ତଦନ୍ତ ଜାରି ରଖିଛି ।

   Related Posts