Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇଲା ଗାଡ଼ି, ଜଣେ ମୃତ, ଜଣେ ଗୁରୁତର

28/09/2021 at 11:08 PM

ବେତନଟୀ, ୨୮/୦୯: ବେତନଟୀ ଥାନା ଅନ୍ତର୍ଗତ ଦହିକୋଟି ବାଉଁଶ ନଦୀ ପୋଲ ନିକଟରେ ବାଇକ ଦୃଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ବେତନଟୀ ଥାନା ଅନ୍ତର୍ଗତ ଅମଣିଦା ଗ୍ରାମର ରାମ ମାରାଣ୍ତି (୨୫) । ଗୁରୁତର ଜଣକ ସେହି ଗ୍ରାମର ମଙ୍ଗଲ ମାରାଣ୍ତି । ରାମ ମାରାଣ୍ତି ଓ ମଙ୍ଗଲ ବେତନଟୀରୁ ନିଜ ଗ୍ରାମ ଅମଣିଦା ଫେରୁଥିବା ରାସ୍ତାରେ ଦୁର୍ଘଟଣା ଘଟିଛି ।

ଦୁଇଜଣ ରାସ୍ତାରେ ଏକ ବାଇକରେ ଯାଉଥିବା ସମୟରେ ଭାରସାମ୍ୟ ହରାଇଥିଲେ । ଯାହା ଫଳରେ ପିଚୁ ରାସ୍ତାରେ ପଡିଯାଇ ଏଭଳି ଦୁର୍ଘଟଣା ଘଟିଛି । ଦୃଘଟଣା ପରେ ଗୁରୁତର ମଙ୍ଗଲକୁ ଏକ ବୋଲେରୋରେ ବେତନଟୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚା ଯାଇ ଚିକିତ୍ସା କରାଯାଇଥିଲା । ରାମ ମାରାଣ୍ତିକୁ ବେତନଟୀ ଅଗ୍ନିଶମ ବିଭାଗ ଗାଡିରେ ବେତନଟୀ ଡାକ୍ତରଖାନା ପହଞ୍ଚାଇବା ପରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ ।

   Related Posts