Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||
  • କଟକ : ସ୍ବରେଜ ମ୍ୟାନ୍‌ହୋଲ୍‌ରେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||

ଗୁମ୍ଫା ଭିତରକୁ ଝିଙ୍କ ଧରିବାକୁ ଯାଇଥିବାବେଳେ ଶ୍ବାସରୁଦ୍ଧ ହୋଇ ଜଣେ ମୃତ, ଜଣେ ଗୁରୁତର

14/07/2019 at 10:12 AM

ମାଲକାନଗିରି ୧୪|୭: ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି । ଝିଙ୍କ ଧରିବାକୁ ଯାଇ ଗୁମ୍ଫା ଭିତରେ ଶ୍ବାସରୁଦ୍ଧ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଗତକାଲି ତେଲିମେଟା ଗ୍ରାମର ପାଞ୍ଚ ଜଣ ଯୁବକ ଜଙ୍ଗଲକୁ ଯାଇଥିଲେ ଝିଙ୍କ ଧରିବା ପାଇଁ । ଗୁମ୍ଫା ଭିତରେ ଦିନ ୯ଟା ସମୟରେ ଧୁଆଁ ଦେଇ ଜଗି ରହିଥିଲେ ରାତି ୧୧ଟା ପର୍ଯ୍ୟନ୍ତ । ରାତିରେ ସିଙ୍ଗା ମାଝୀ ଓ ରାମଚନ୍ଦ୍ର ମାଢି ନାମକ ଦୁଇ ଯୁବକ ଗୁମ୍ଫା ଭିତରେ ପଶିଥିଲା । ରାମଚନ୍ଦ୍ର ଧୂଆଁରେ ନିଶ୍ବାସ ନେଇ ନପାରି ସେଠାରେ ତାଙ୍କର ମୃତ୍ୟୁ ହୋଇଥିବାବେଳେ ସିଙ୍ଗା ଗୁରୁତର ହୋଇଥିଲେ । ଖବର ପାଇ ଗାଁ ଲୋକ ସିଙ୍ଗାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛନ୍ତି । ମୃତଦେହ ଗାଁକୁ ଆଣାଯାଇଥିବା ବେଳେ ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts