Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ବାଇକ ଓ ବସ ମଧ୍ୟରେ ମୁହାଁମୁହିଁ ଧକ୍କା: ଜଣେ ମୃତ

20/11/2019 at 7:43 PM

ବାଲିଗୁଡା୨୦|୧୧: ବାଇକ ଓ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଦଣ୍ଡପଦର ଗାଁରେ ଏହି ଦୁର୍ଘଟଣା ଘଟିଛି । ଘରୋଇ ଯାତ୍ରୀବାହୀ ବସ୍ ଅମ୍ବିକା ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି ଶବକୁ ଜବତକରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତର ଖାନାକୁ ପଠାଇଛି । ଅମ୍ବିକା ବସ ବାଲିଗୁଡା ଥାନାରେ ଆତ୍ମସମର୍ପଣ କରିଛି ।  ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକ ହେଲେ  ଲକେବାଡି ଗାଁର ଯୁବରାଜ ପ୍ରଧାନ ।

   Related Posts