ବାଇକ ଓ ବସ ମଧ୍ୟରେ ମୁହାଁମୁହିଁ ଧକ୍କା: ଜଣେ ମୃତ
20/11/2019 at 7:43 PM

ବାଲିଗୁଡା୨୦|୧୧: ବାଇକ ଓ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଦଣ୍ଡପଦର ଗାଁରେ ଏହି ଦୁର୍ଘଟଣା ଘଟିଛି । ଘରୋଇ ଯାତ୍ରୀବାହୀ ବସ୍ ଅମ୍ବିକା ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି ଶବକୁ ଜବତକରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତର ଖାନାକୁ ପଠାଇଛି । ଅମ୍ବିକା ବସ ବାଲିଗୁଡା ଥାନାରେ ଆତ୍ମସମର୍ପଣ କରିଛି । ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକ ହେଲେ ଲକେବାଡି ଗାଁର ଯୁବରାଜ ପ୍ରଧାନ ।
Related Posts
ଟଙ୍କା ପାଇଁ ନୃଶଂସ ପାଲଟିଲା ପୁଅ, କାଟିଲା ମାର ବେକ
16 January 2021
ଶୌଚ କରିବାକୁ ଯାଇ ମହିଳା ଗଣଦୁଷ୍କର୍ମର ଶିକାର: ଦିଅର ଗିରଫ, ପୁତୁରା ଫେରାର
16 January 2021