ବଜ୍ରାଘାତରେ ଜଣେ ମୃତ
2/06/2020 at 7:56 PM

Image Courtesy : lightning over the city
ପାଟଣା୨/୫: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଚୁଟିଆପଶି ଗ୍ରାମରେ ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଚୁଟିଆପଶି ଗ୍ରାମର ପ୍ରଶାନ୍ତ କୁସୁମୁଳିଆ (୩୨) ଆଜି ଅପରାହ୍ନରେ ସେ ଘରେ ଶୋଉଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା ଫଳରେ ଘଟଣା ସ୍ଥଳରେ ଗୁରୁତର ହୋଇ ପଡ଼ିଥିଲେ ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Related Posts
ଆଜି ଓ କାଲି କିଛି ସ୍ଥାନରେ ବର୍ଷା ସମ୍ଭାବନା, ଖସିବ ପାରଦ, ବଢିବ ଶୀତ
28 January 2021
ତିନିକୋଶିଆ ଜଙ୍ଗଲରେ ଲାଗିଲା ନିଆଁ, ଦମକଳ ବାହିନୀ ନାକେଦମ୍
27 January 2021