Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ବଜ୍ରାଘାତରେ ଜଣେ ମୃତ

2/06/2020 at 7:56 PM

ପାଟଣା୨/୫: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଚୁଟିଆପଶି ଗ୍ରାମରେ ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଚୁଟିଆପଶି ଗ୍ରାମର ପ୍ରଶାନ୍ତ କୁସୁମୁଳିଆ (୩୨) ଆଜି ଅପରାହ୍ନରେ ସେ ଘରେ ଶୋଉଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା ଫଳରେ ଘଟଣା ସ୍ଥଳରେ ଗୁରୁତର ହୋଇ ପଡ଼ିଥିଲେ ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

   Related Posts