Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଇନୋଭା ସହ ଧକ୍କା ହେବା ପରେ ସ୍କୁଟିକୁ ଚାପି ଦେଲା ଟ୍ରକ୍, ସ୍କୁଟି ଚାଳକଙ୍କ ମୃତ୍ୟୁ

4/10/2019 at 11:29 AM

ରାଉରକେଲା ୪।୧୦: ରାଉରକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି ।ଲାଠିକଟା ଥାନା ସୁଇଡିରେ ଘଟିଛି ଦୁର୍ଘଟଣା । ଇନୋଭା ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ପରେ ସ୍କୁଟିକୁ ଚାପି ଦେଲା ଟ୍ରକ୍ । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି ।

ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

   Related Posts