ଭାରସାମ୍ୟ ହରାଇ ପୋଲରେ ପିଟିହେଲା ବାଇକ୍, ଘଟଣାସ୍ଥଳରେ ବାଇକ୍ ଆରୋହୀ ମୃତ
28/06/2019 at 8:24 AM

ସାନଖେମୁଣ୍ଡି ୨୮|୬: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ଦୁର୍ଘଟଣା । ପାଟପୁର ଥାନା ଜଗନ୍ନାଥପୁର ଭାଳିଆଝୋଳା ମୁଖ୍ୟ ରାସ୍ତାରେ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ପୋଲରେ ପିଟି ହୋଇଛି ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ମୃତକ ହେଲେ ଧର୍ମରାୟପୁର ଗାଁର ଅଲେଖ ସ୍ବାଇଁ । ବାଇକ୍ ଆରୋହୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।
Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021